ଆଖୁ-କ୍ଷେତକୁ-ଲମ୍ବା-ରାସ୍ତା

Beed, Maharashtra

Aug 16, 2019

ଆଖୁ କ୍ଷେତକୁ ଲମ୍ବା ରାସ୍ତା

ଆଖୁ କ୍ଷେତରେ କାମ କରିବାକୁ ପ୍ରତିବର୍ଷ ଅକ୍ଟୋବର ମାସରେ ବେଦ୍ ଜିଲ୍ଲାରୁ ହଜାର ହଜାର ଶ୍ରମିକ ପଶ୍ଚିମ ମହାରାଷ୍ଟ୍ର ଓ କର୍ଣ୍ଣାଟକ ଯାଇଥାନ୍ତି। କେଉଁଠୁ ସେମାନଙ୍କ ଯାତ୍ରା ଆରମ୍ଭ ହୁଏ? କ'ଣ ତାଙ୍କର ଆବଶ୍ୟକ?

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।