କର୍ପୋରେଟ୍‌ବାଲା-ଆମକୁ-ମାଗଣାରେ-ଖୁଆଇବେ-କି

South Mumbai, Maharashtra

Mar 20, 2021

‘କର୍ପୋରେଟ୍‌ବାଲା ଆମକୁ ମାଗଣାରେ ଖୁଆଇବେ କି?’

ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଖାଦ୍ୟ ସାମଗ୍ରୀର ଅଭାବ, ବେଆଇନ ମହଜୁଦ, ଖାଦ୍ୟ ସାମଗ୍ରୀର ଦରବୃଦ୍ଧି–ଏ ସବୁ ସମସ୍ୟା ସହିତ ନୂତନ କୃଷି ଆଇନଗୁଡ଼ିକର ଅନ୍ୟାନ୍ୟ ସମ୍ଭାବ୍ୟ ଦୀର୍ଘମିଆଦି କୁପ୍ରଭାବ ନେଇ ଚିନ୍ତିତ ଥିଲେ ମୁମ୍ବାଇର ଆଜାଦ ମଇଦାନରେ ଆୟୋଜିତ ପ୍ରତିବାଦ ସଭାରେ ଉପସ୍ଥିତ ମହାରାଷ୍ଟ୍ରର ଚାଷୀମାନେ

Author

Jyoti

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।