କ୍ଷୁଦ୍ର-ଚାଷୀ-ବୃହତ୍ହୃଦୟ-ବିସ୍ମୟ-ବାଇକ୍

Sivagangai, Tamil Nadu

Mar 30, 2019

କ୍ଷୁଦ୍ର ଚାଷୀ, ବୃହତ୍ହୃଦୟ, ବିସ୍ମୟ ବାଇକ୍

ତାମିଲନାଡୁ ଶିବଗଙ୍ଗାଇ ଜିଲ୍ଲାର ଚନ୍ଦ୍ରା ସୁବ୍ରମଣ୍ୟନ୍ଜଣେ ଏକୁଟିଆ ମାଆ, ଚାଷୀ ଏବଂ ଖୁଚୁରା ବିକ୍ରେତା

Want to republish this article? Please write to [email protected] with a cc to [email protected]

Author

Aparna Karthikeyan

ଅପର୍ଣ୍ଣା କାର୍ତ୍ତିକେୟନ ହେଉଛନ୍ତି ଜଣେ ସ୍ୱାଧୀନ ସାମ୍ବାଦିକା, ଲେଖିକା ଓ ପରୀର ବରିଷ୍ଠ ଫେଲୋ । ତାଙ୍କର ତଥ୍ୟ ଭିତ୍ତିକ ପୁସ୍ତକ ‘ନାଇନ୍‌ ରୁପିଜ୍‌ ଏ ଆୱାର୍‌’ରେ ସେ କ୍ରମଶଃ ଲୋପ ପାଇଯାଉଥିବା ଜୀବିକା ବିଷୟରେ ବର୍ଣ୍ଣନା କରିଛନ୍ତି । ସେ ପିଲାମାନଙ୍କ ପାଇଁ ପାଞ୍ଚଟି ପୁସ୍ତକ ରଚନା କରିଛନ୍ତି । ଅପର୍ଣ୍ଣା ତାଙ୍କର ପରିବାର ଓ କୁକୁରମାନଙ୍କ ସହିତ ଚେନ୍ନାଇରେ ବାସ କରନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।