ଜଣେ-ବଢେଇର-ମୃତ୍ୟୁ

Nalgonda, Telangana

Jan 28, 2020

ଜଣେ ବଢେଇର ମୃତ୍ୟୁ

ଚାଷ ସଂକଟ ଯୋଗୁଁ କେବଳ ଯେ ଚାଷୀମାନେ ଗମ୍ଭୀର ଭାବେ ପ୍ରଭାବିତ ହେଉଛନ୍ତି ତାହା ନୁହେଁ, ବରଂ ଏହା ସହିତ ଯୋଡ଼ି ହୋଇ ରହିଥିବା ଅନ୍ୟ ସଂପ୍ରଦାୟ ଯେପରିକି ବଢେଇ, ଚମଡା କାମ କରୁଥିବା ଲୋକ, କୁମ୍ଭାରମାନଙ୍କୁ ମଧ୍ୟ ଗମ୍ଭୀର ସ୍ଥିତିର ସମ୍ମୁଖୀନ ହେବାକୁ ପଡୁଛି । ଆଉ ଏହି କାରଣରୁ ବୋଧହୁଏ ଆନ୍ଧ୍ରପ୍ରଦେଶର ନାଲ୍‌ଗୋଣ୍ଡା ଜିଲ୍ଲାର ବଙ୍ଗାରୁ ରାମାଚାରୀ ବାଧ୍ୟ ହୋଇ ଆତ୍ମହତ୍ୟା କରିଛନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।