ମୁଁ-ଅନୁଭବ-କରେନି-ଯେ-ମୁଁ-ଜଣେ-ଶିକ୍ଷକ

Ahmednagar, Maharashtra

Mar 05, 2019

ମୁଁ ଅନୁଭବ କରେନି ଯେ ମୁଁ ଜଣେ ଶିକ୍ଷକ

ମହାରାଷ୍ଟ୍ରର ଜିଲ୍ଲା ପରିଷଦ ସ୍କୁଲ୍‌ଗୁଡ଼ିକରେ ଶିକ୍ଷକମାନଙ୍କ ଉପରେ ଅଣ-ଶୈକ୍ଷିକ କାମର ଚାପ ଏତେ ଅଧିକ ଯେ, ପାଠ ପଢ଼ାଇବାକୁ ସେମାନଙ୍କ ପାଖରେ ନିହାତି କମ ସମୟ ଥାଏ ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।