ମୁନସିଆରୀରେ-ମହିଳା-ହୋଲିର-ମୁର୍ଚ୍ଛନା

Pithoragarh, Uttarakhand

May 24, 2022

ମୁନସିଆରୀରେ ମହିଳା ହୋଲିର ମୁର୍ଚ୍ଛନା

ଉତ୍ତରାଖଣ୍ଡର କୁମାଉଁ ଅଞ୍ଚଳର ଗାଁ ଗୁଡ଼ିକରେ ହୋଲି ଉତ୍ସବ ମହିଳାଙ୍କ ଲାଗି ନାଚିବା ଏବଂ ସେମାନଙ୍କର ଗୀତକୁ ପାହାଡ଼ରେ ଗୁଞ୍ଜରିତ କରାଇବାର ସମୟ । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପରୀ ସିରିଜ୍ ଲାଗି ଏକ ଫଟୋ କାହାଣୀ

Want to republish this article? Please write to [email protected] with a cc to [email protected]

Author

Arpita Chakrabarty

ଲେଖକ ପରିଚୟ: ଅର୍ପିତା ଚକ୍ରବର୍ତ୍ତୀ ଜଣେ କୁମାଓନ ଭିତ୍ତିକ ମୁକ୍ତବୃତ୍ତ ସାମ୍ବାଦିକା ଏବଂ ୨୦୧୭ର ପରୀ ବ୍ୟକ୍ତିବିଶେଷ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।