ଶାଲୁବାଇ-ଚୌକି-ପାଇଲେ-କିନ୍ତୁ-ଟେବୁଲ-ନଥିଲା

Osmanabad, Maharashtra

Mar 27, 2018

ଶାଲୁବାଇ ଚୌକି ପାଇଲେ, କିନ୍ତୁ ଟେବୁଲ ନଥିଲା

ମହାରାଷ୍ଟ୍ର ଓସମାନାବାଦ ଜିଲ୍ଲାର ଓ୍ୱାଘୋଳି ଗାଁରେ ଛୋଟ କିନ୍ତୁ ମହତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଲେ ଜଣେ ଦଳିତ ମହିଳା। କିନ୍ତୁ ନିଜ ପାଇଁ କିଛି କରିପାରିଲେନି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Namita Waikar

ନମିତା ୱାଇକର ହେଉଛନ୍ତି ଜଣେ ଲେଖିକା, ଅନୁବାଦିକା ଏବଂ ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ। ତାଙ୍କ ରଚିତ ଉପନ୍ୟାସ ‘ଦ ଲଙ୍ଗ ମାର୍ଚ୍ଚ’ ୨୦୧୮ରେ ପ୍ରକାଶ ପାଇଥିଲା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।