a-fateful-triangle-tigers-humans-and-development-or

Chandrapur, Maharashtra

Aug 26, 2025

ବାଘ, ମଣିଷ ଏବଂ ବିକାଶ: ଏକ ଭୟାନକ ତ୍ରିଭୁଜ

ଶେଷ ହୋଇଛି ୨୦୨୫ର ଗ୍ରୀଷ୍ମକାଳ, ଏବଂ ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲ୍ଲାରେ ପୁଣି ବାଘ ଆକ୍ରମଣରେ ପ୍ରାଣ ହରାଇଛନ୍ତି ମଣିଷ । ବାଘ ସହ ମଣିଷର ଲଢ଼େଇ ଯେ କେବଳ ଅବ୍ୟାହତ ରହିଛି ତାହା ନୁହେଁ, ବରଂ ବୋଧହୁଏ, ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି

Want to republish this article? Please write to [email protected] with a cc to [email protected]

Author

Jaideep Hardikar

ଜୟଦୀପ ହାର୍ଦିକର ନାଗପୁରର ଜଣେ ସାମ୍ବାଦିକ ଓ ଲେଖକ, ଏବଂ ‘ପରୀ’ର କୋର୍ ଟିମ୍ ସଦସ୍ୟ ।

Editor

Harshita Kalyan

ହର୍ଷିତା କଲ୍ୟାଣ ଜଣେ ବରିଷ୍ଠ ସଂପାଦକ ଏବଂ ତାଙ୍କର ରାଜନୀତି ଓ ସାଧାରଣ ଲୋକଙ୍କ ପ୍ରସଙ୍ଗରେ ଆଗ୍ରହ ରହିଛି । ସେ କୋଲକାତାରେ ରହନ୍ତି ।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।