a-gathering-of-gods-or

Narayanpur, Chhattisgarh

Jul 31, 2025

ଦେବତା ମେଳଣ

ମାଵଳି ମେଳା ହେଉଛି ନାରାୟଣପୁରର ଏକ ବାର୍ଷିକ ଉତ୍ସବ ଯେଉଁଠି ଆଦିବାସୀ ଦେବାଦେବୀ ଏବଂ ସେମାନଙ୍କ ଅନୁଗାମୀମାନେ ଏକତ୍ରିତ ହୋଇ ପରସ୍ପର ସହିତ ମିଳାମିଶା କରିଥାନ୍ତି, ଏହା ହେଉଛି ଏକ ଅତ୍ୟନ୍ତ ପ୍ରାଣବନ୍ତ ଏବଂ ଆନନ୍ଦମୟ କାର୍ଯ୍ୟକ୍ରମ ଏବଂ ଅନେକ ଭାବରେ ଛତିଶଗଡ଼ ରାଜ୍ୟ ବସ୍ତରର ବହୁବାଦୀ ପରମ୍ପରାର ଆଧାର

Want to republish this article? Please write to [email protected] with a cc to [email protected]

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।