fishing-in-the-troubled-waters-of-the-rann-or

Kachchh, Gujarat

Sep 13, 2025

କଚ୍ଛର ଅଶାନ୍ତ ସମୁଦ୍ର ଲହଡ଼ିରେ କେଉଟମାନଙ୍କ ବିପନ୍ନ ଜୀବନ

କଚ୍ଛର ନିଷ୍କର ଆର୍ଦ୍ରଭୂମି ରଣଠାରେ କେଉଟଙ୍କ ଜୀବିକା ସହ ଯୋଡ଼ି ହେଇଥିବା ଲୋକଗୀତ ସିରିଜରୁ ଗୀତଟିଏ

Series Curator

Pratishtha Pandya

Illustration

Labani Jangi

Translator

Kapilas Bhuyan

Want to republish this article? Please write to [email protected] with a cc to [email protected]

Series Curator

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Illustration

Labani Jangi

ଲାବଣୀ ଜାଙ୍ଗୀ ପଶ୍ଚିମବଙ୍ଗ ନଦିଆ ଜିଲ୍ଲାର ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ ଟି.ଏମ. କ୍ରିଷ୍ଣା-ପରୀ ପୁରସ୍କାର ୨୦୨୫ର ପ୍ରଥମ ବିଜେତା ଏବଂ ୨୦୨୦ର ଜଣେ ପରୀ ଫେଲୋ। କୋଲକାତାସ୍ଥିତ ସେଣ୍ଟର ଫର୍‌ ଷ୍ଟଡିଜ୍‌ ଇନ୍‌ ସୋସିଆଲ୍‌ ସାଇନ୍ସେସ୍‌ଠାରେ ଜଣେ ପିଏଚଡି ଗବେଷିକା ଭାବେ ଲାବଣୀ ଶ୍ରମିକ ବିସ୍ଥାପନ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି।

Translator

Kapilas Bhuyan

କପିଳାସ ଭୂୟାଁ ହେଉଛନ୍ତି ଜଣେ ବରିଷ୍ଠ ସାମ୍ବାଦିକ, ଲେଖକ ଓ ୨୦୦୬ରେ ଜାତୀୟ ଚଳଚିତ୍ର ପୁରସ୍କାର ରଜତ କମଳ ପ୍ରାପ୍ତ ନିର୍ଦ୍ଦେଶକ। ଏହା ବ୍ୟତୀତ ସେ ୨୦୦୪ରେ ଫେଷ୍ଟିଭାଲ ଡୁ ସିନେମା ଡେ ପ୍ୟାରିସଠାରେ ଶ୍ରେଷ୍ଠ କ୍ଷୁଦ୍ର ଚଳଚିତ୍ର ପୁରସ୍କାର ଓ ନ୍ୟୁୟର୍କ ସର୍ଟ ଫିଲ୍ମ ଫେଷ୍ଟିଭାଲରେ ଜୁରୀଙ୍କ ସ୍ୱତନ୍ତ୍ର ଉଲ୍ଲେଖ ପାଇଛନ୍ତି।