in-virudhachalam-art-from-the-earth-or

Cuddalore, Tamil Nadu

Nov 22, 2025

ଵିରୁଧାଚଳମର ମାଟି କଳା

ତାମିଲନାଡୁର ଵିରୁଧାଚଳମରେ ମାଟି କାରିଗର ସେରାମିକ୍ କଣ୍ଢେଇ ଓ ମାଟି ଦୀପ ତିଆରି କରିଥାନ୍ତି । ଏହି କାମରୁ ଆଉ ସ୍ଥାୟୀ ଆୟ କିମ୍ବା ତାକୁ ଯେଉଁଭଳି ସ୍ୱୀକୃତି ମିଳିବା କଥା ତାହା ମିଳୁନାହିଁ, ତଥାପି ଏହି କାରିଗରମାନେ ସେମାନଙ୍କର କଳା ବଞ୍ଚାଇ ରଖିଛନ୍ତି, ସେମାନଙ୍କର ହାତର ସ୍ପର୍ଶରେ ମାଟିରୁ କଳା ଜନ୍ମ ନେଇଥାଏ

Translator

OdishaLIVE

Author and Photographer

M. Palani Kumar

Want to republish this article? Please write to [email protected] with a cc to [email protected]

Author and Photographer

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।