kabaddi-is-centrestage-in-navalgavhan-or

Hingoli, Maharashtra

Aug 29, 2024

ନବଲଗଭନରେ କବାଡ଼ି ହେଉଛି ମୁଖ୍ୟ ଆକର୍ଷଣ

ମରାଠାୱାଡ଼ାରେ କବାଡ଼ିର ଜାତୀୟ କ୍ରୀଡ଼ା ପୂରା ସମୁଦାୟର ସମର୍ଥନରେ ଜୋରଦାର ଅଭ୍ୟାସ କରାଯାଏ। ଏହା ମଧ୍ୟ ରାଜ୍ୟ ସରକାରଙ୍କ ନିକଟରେ ଚାକିରି ପାଇଁ ଏକ ଟିକେଟ୍ ସଦୃଶ। ଅଗଷ୍ଟ ୨୯ରେ ଅନୁଷ୍ଠିତ ଜାତୀୟ କ୍ରୀଡ଼ା ଦିବସ ଅବସରରେ ଏକ କାହାଣୀ

Student Reporter

Pooja Yeola

Translator

OdishaLIVE

Want to republish this article? Please write to [email protected] with a cc to [email protected]

Student Reporter

Pooja Yeola

ପୂଜା ୟେଓଲା ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ ସାମ୍ବାଦିକତାର ଜଣେ ଛାତ୍ରୀ।

Editor

Medha Kale

ମେଧା କାଲେ ପୁନେରେ ରହନ୍ତି ଏବଂ ମହିଳା ଓ ସ୍ଵାସ୍ଥ୍ୟ କ୍ଷେତ୍ରରେ କାମ କରିଛନ୍ତି । ସେ ମଧ୍ୟ PARIର ଜଣେ ଅନୁବାଦକ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।