ଆଜି-ଆମେ-ସେଇ-ମାଛଗୁଡିକୁ-ଡିସ୍କଭରୀ-ଚ୍ୟାନେଲ୍‌ରେ-ଖୋଜୁଛୁ

Ramanathapuram, Tamil Nadu

Aug 14, 2019

‘ଆଜି ଆମେ ସେଇ ମାଛଗୁଡିକୁ ଡିସ୍କଭରୀ ଚ୍ୟାନେଲ୍‌ରେ ଖୋଜୁଛୁ’

କଡାଲ୍‌ ଓସାଇ, ତାମିଲ୍‌ନାଡୁର ରାମନାଥପୂରମ୍‌ ଜିଲ୍ଲାର ପାମ୍ବନ୍‌ ଦ୍ୱୀପରେ ରହୁଥିବା ମତ୍ସ୍ୟଜୀବୀମାନଙ୍କ ପାଇଁ ଏବଂ ଏକ ଗୋଷ୍ଠୀ ରେଡିଓ, ଯାହା ଏହି ସପ୍ତାହରେ ତିନି ବର୍ଷରେ ପଦାର୍ପଣ କରିଛି । ଜଳବାୟୁ ପରିବର୍ତ୍ତନ ଉପରେ ବର୍ତ୍ତମାନ ଏହା ନିଜର ଧ୍ୟାନ କେନ୍ଦ୍ରିତ କରି ଚାରିଆଡେ ଚର୍ଚ୍ଚାର ବିଷୟ ହୋଇଛି

Want to republish this article? Please write to [email protected] with a cc to [email protected]

Reporter

Kavitha Muralidharan

କବିତା ମୁରଲୀଧରନ୍ ହେଉଛନ୍ତି ଚେନ୍ନାଇସ୍ଥିତ ଜଣେ ମୁକ୍ତବୃତ୍ତି ସାମ୍ବାଦିକା ଏବଂ ଅନୁବାଦିକା । ସେ ପୂର୍ବରୁ ‘ଇଣ୍ଡିଆ ଟୁଡେ’ (ତାମିଲ)ର ଜଣେ ସଂପାଦିକା ଥିଲେ ଏବଂ ତା’ ପୂର୍ବରୁ ‘ଦ ହିନ୍ଦୁ’(ତାମିଲ)ର ରିପୋର୍ଟିଂ ବିଭାଗର ମୁଖ୍ୟ ଥିଲେ । ସେ ଜଣେ ପରୀ ସ୍ୱେଚ୍ଛାସେବୀ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ