ଓଡ଼ିଶାର ଜଗତ୍ସିଂହପୁରର ଢିଙ୍କିଆ ଗ୍ରାମର ପୂର୍ଣ୍ଣଦାସ ହେଉଛନ୍ତି ଏକାଧାରରେ ଜଣେ କବି, ଗାୟକ, କେଉଟ ଏବଂ ଦିନ ମଜୁରିଆ।

ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟ୍ଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡ଼ିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡ଼ିଆ ପରି ବିଭିନ୍ନ କ୍ଷେତ୍ରରେ ଅଡ଼ିଓ ଭିଜୁଆଲ୍ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ର ପରି ସାଥୀ, ସେ ଜଣେ ସ୍ୱାଧୀନ ସାମ୍ବାଦିକ, ଫଟୋଗ୍ରାଫର ଏବଂ ବୃତ୍ତ ଚିତ୍ର ନିର୍ମାତା। ସେ ଛତିଶଗଡ଼ ଏବଂ ଓଡ଼ିଶାରୁ ରିପୋର୍ଟ ସଂଗ୍ରହ କରନ୍ତି। ସେ ଅଜିମ୍ ପ୍ରେମ୍ଜୀ ଫାଉଣ୍ଡେସନ୍ ପାଇଁ ମଧ୍ୟ କାମ କରନ୍ତି।

Other stories by Purusottam Thakur