ବୋଧହୁଏ-ଆମେ-ପାହାଡ଼-ଦେବତାଙ୍କୁ-ରଗେଇ-ଦେଲୁ

Leh, Jammu and Kashmir

Jul 24, 2019

‘ବୋଧହୁଏ ଆମେ ପାହାଡ଼ ଦେବତାଙ୍କୁ ରଗେଇ ଦେଲୁ’

ସେମାନଙ୍କ ଭଙ୍ଗୁର ପର୍ବତୀୟ ଜୈବିକ ପରିବେଶରେ ବଡ଼ ଧରଣର ଜଳବାୟୁ ପରିବର୍ତ୍ତନ ଯୋଗୁଁ ଲଦାଖର ସୁଉଚ୍ଚ ଚାରଣ ଭୂମିରେ ରହୁଥିବା ଯାଯାବର ଚାଙ୍ଗ୍‌ପା ପଶୁପାଳକମାନଙ୍କର ଚମରୀ ଗାଈ ସହ ଜଡ଼ିତ ଅର୍ଥନୀତି ଏବେ ସଙ୍କଟରେ ।

Want to republish this article? Please write to [email protected] with a cc to [email protected]

Reporter

Ritayan Mukherjee

କୋଲକାତାରେ ରହୁଥିବା ରୀତାୟନ ମୁଖାର୍ଜୀଙ୍କର ଫଟୋଗ୍ରାଫି ପ୍ରତି ଆଗ୍ରହ ରହିଛି ଏବଂ ସେ ୨୦୧୬ର ପରୀ ବ୍ୟକ୍ତିତ୍ୱ । ସେ ତିବ୍ଦତୀୟ ମାଳଭୂମି ଅଞ୍ଚଳରେ ଯାଯାବର ପଶୁପାଳକ ସଂପ୍ରଦାୟର ଜୀବନ ଉପରେ ତଥ୍ୟ ସଂଗ୍ରହ କରୁଥିବା ଏକ ଦୀର୍ଘକାଳୀନ ପ୍ରକଳ୍ପରେ କାମ କରୁଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ