ଯେଉଁ-ବ୍ୟାଙ୍କ୍-ପ୍ରାୟ-ପାଣି-ତଳେ-ଥିଲା

Alappuzha, Kerala

Dec 11, 2018

ଯେଉଁ ବ୍ୟାଙ୍କ୍ ପ୍ରାୟ ପାଣି ତଳେ ଥିଲା

କେରଳରେ ବନ୍ୟା ପରେ ସଫାସୁତରା କାମ ଚାଲିଛି । ଏ ମଧ୍ୟରେ ରହିଛି ଅସଂଖ୍ୟ ହଜାର ହଜାର ମୂଲ୍ୟବାନ ରେକର୍ଡ ଓ ବୁଝାମଣାକୁ ପୁନରୁଦ୍ଧାର କରିବା ଏବଂ ରକ୍ଷା କରିବାର ଆବଶ୍ୟକତା । କାରଣ ଏ ସବୁ ବିନା ଅନେକ କାର୍ଯ୍ୟ ଦୀର୍ଘ ସମୟ ପର୍ଯ୍ୟନ୍ତ ଅଚଳ ହୋଇଯିବ ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।