କପା-ଏବେ-ମୁଣ୍ଡବ୍ୟଥାର-କାରଣ-ହୋଇଛି

Rayagada, Odisha

Oct 16, 2019

‘କପା ଏବେ ମୁଣ୍ଡବ୍ୟଥାର କାରଣ ହୋଇଛି’

ବହୁଳ ପରିମାଣରେ ରାସାୟନିକ ପଦାର୍ଥ ଆବଶ୍ୟକ କରୁଥିବା ବିଟ୍‌ କପା ଭଳି ଏକକ-ଫସଲ କରିବା ରୀତି ବର୍ତ୍ତମାନ ଓଡିଶାର ରାୟଗଡ଼ା ଜିଲ୍ଲାରେ ଚାରିଆଡେ ବ୍ୟାପିବାରେ ଲାଗିଛି – ଏହାଦ୍ୱାରା ସ୍ୱାସ୍ଥ୍ୟ ପ୍ରତି ବିପଦ ସୃଷ୍ଟି ହେଉଛି, ଋଣ ବୋଝ ବଢୁଛି, ଦେଶୀୟ ଜ୍ଞାନ କୌଶଳର ଅବକ୍ଷୟ ହେଉଛି ଓ ଏହା ଜଳବାୟୁ ସଂକଟର ବୀଜ ରୋପଣ କରୁଛି

Want to republish this article? Please write to [email protected] with a cc to [email protected]

Reporting

Aniket Aga

ଅନିକେତ ଆଗା, ୟୁନିଭର୍ସିଟି ଅଫ୍‌ ମିସିଗାନ୍‌, ଏନ୍‌ ଆର୍ବୋର୍‌ରେ ଆସିଷ୍ଟାଣ୍ଟ ପ୍ରଫେସର୍‌ ଅଛନ୍ତି ।

Reporting

Chitrangada Choudhury

ଚିତ୍ରାଙ୍ଗଦା ଚୌଧୁରୀ ଜଣେ ସ୍ୱାଧୀନ ସାମ୍ବାଦିକ, ଏବଂ ପିପୁଲ୍‌ସ ଆର୍କାଇଭ୍‌ ଅଫ୍ ରୁରାଲ ଇଣ୍ଡିଆର କେନ୍ଦ୍ରୀୟ ଗୋଷ୍ଠୀର ଜଣେ ସଦସ୍ୟ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ। ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ। ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ