ଆମର-ଏକମାତ୍ର-ସଂପତ୍ତି-ହେଉଛି-ଏହି-ହାତ-ଆଉ-ଗୋଡ଼

Dhamtari, Chhattisgarh

Jun 18, 2019

‘ଆମର ଏକମାତ୍ର ସଂପତ୍ତି ହେଉଛି ଏହି ହାତ ଆଉ ଗୋଡ଼’

୧୦୦ ଟଙ୍କା ରୋଜଗାର ପାଇଁ ୭୦ ବର୍ଷୀୟ ଭଗାଉଲି ସାହୁ, କାନ୍ଧରେ ଘାସ ଗୋଛା ଧରି, ଛତିଶଗଡ଼ର ଶଙ୍କରଦା ଗାଁରୁ ଧମତରି ସହରକୁ ବେଳେବେଳେ ୧୮ କିଲୋମିଟର ଯାଆସ କରନ୍ତି।

Want to republish this article? Please write to [email protected] with a cc to [email protected]

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।