ଏକ-ଭିନ୍ନଧରଣର-ଭୋଜି

Nashik, Maharashtra

Mar 30, 2019

ଏକ ଭିନ୍ନଧରଣର ଭୋଜି

ଗତ ସପ୍ତାହର ପ୍ରତିବାଦ ସମୟରେ ଖାଦ୍ୟଶସ୍ୟ, ପନିପରିବା ଏବଂ ଅନ୍ୟାନ୍ୟ ସାମଗ୍ରୀ ଯୋଗାଡ଼ କରି ଏବଂ ନିଜ ନିଜ ମଧ୍ୟରେ କାମ ବାଣ୍ଟି ନାସିକ୍‌ ଜିଲ୍ଲାର ବିଭିନ୍ନ ତାଲୁକର ଆସିଥିବା କୃଷକମାନେ ରାସ୍ତା କଡ଼ରେ ଖାଦ୍ୟ ପ୍ରସ୍ତୁତି କରିଥିଲେ ଏବଂ ଖାଇଥିଲେ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sanket Jain

ସାଙ୍କେତ ଜୈନ ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥାପିତ ଜଣେ ନିରପେକ୍ଷ ସାମ୍ବାଦିକ । ସେ ୨୦୨୨ର ଜଣେ ବରିଷ୍ଠ ପରୀ ସଦସ୍ୟ ଏବଂ ୨୦୧୯ର ଜଣେ ପରୀ ସଦସ୍ୟ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।