ଏକ-ଶୌଚାଳୟ-ବିରତି-ବିନା-ପରିଶ୍ରମ-କରିବା

Jalpaiguri, West Bengal

Mar 24, 2023

ଏକ ଶୌଚାଳୟ ବିରତି ବିନା ପରିଶ୍ରମ କରିବା

ପଶ୍ଚିମବଙ୍ଗର ଜଳପାଇଗୁଡ଼ିରେ ଚା ବଗିଚାଗୁଡ଼ିକରେ ଅନେକ ମହିଳା ଶ୍ରମିକମାନଙ୍କ ଲାଗି କାମ କରିବା ସମୟରେ ଶୌଚାଳୟ ସୁବିଧା ହାସଲ କରିବାର ସର୍ବନିମ୍ନ ମୌଳିକ ଆବଶ୍ୟକତା ଏକ ନିତିଦିନିଆ ଚ୍ୟାଲେଞ୍ଜ ଏବଂ ସେମାନଙ୍କ ସ୍ୱାସ୍ଥ୍ୟପାଇଁ ଏକ ବିପଦ

Student Reporter

Adhyeta Mishra

Translator

OdishaLIVE

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Student Reporter

Adhyeta Mishra

ଆଧ୍ୟେତା ମିଶ୍ର କୋଲକାତାର ଯାଦବପୁର ବିଶ୍ୱବିଦ୍ୟାଳୟରେ ତୁଳନାତ୍ମକ ସାହିତ୍ୟର ସ୍ନାତକୋତ୍ତର ଛାତ୍ରୀ। ତାଙ୍କର ମଧ୍ୟ ଲିଙ୍ଗ ଅଧ୍ୟୟନ ଏବଂ ସାମ୍ବାଦିକତାରେ ରୁଚି ରହିଛି।

Editor

Sanviti Iyer

ସନ୍ୱିତୀ ଆୟାର ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆରେ ଜଣେ ବିଷୟବସ୍ତୁ ସଂଯୋଜିକା ଭାବେ କାର୍ଯ୍ୟ କରୁଛନ୍ତି। ଗ୍ରାମୀଣ ଭାରତର ପ୍ରସଙ୍ଗ ଉପରେ ଦସ୍ତାବିଜ ସଂଗ୍ରହ କରିବା ଏବଂ ରିପୋର୍ଟ ପ୍ରସ୍ତୁତ କରିବାରେ ସହାୟତା ଲାଗି ସେ ମଧ୍ୟ ଛାତ୍ରଛାତ୍ରୀଙ୍କ ସହ କାମ କରିଥାନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।