ଏହି-ସଂଘର୍ଷ-ମଧ୍ୟ-କୃଷି-ଶ୍ରମିକଙ୍କର

West Delhi, National Capital Territory of Delhi

Mar 18, 2021

‘ଏହି ସଂଘର୍ଷ ମଧ୍ୟ କୃଷି ଶ୍ରମିକଙ୍କର’

ନୂଆ କୃଷି ଆଇନ ସେମାନଙ୍କ ନିଜ ପରିବାର ଭଳି ଅଗଣିତ କୃଷି ଶ୍ରମିକଙ୍କ ପରିବାରର ଜୀବିକା ଓ ଖାଦ୍ୟ ନିପାପତ୍ତା ଉପରେ ପ୍ରଭାବ ପକାଇବ ବୋଲି ଦିଲ୍ଲୀ ସୀମାରେ ବିକ୍ଷୋଭ କରୁଥିବା ଲୋକଙ୍କ ମଧ୍ୟରୁ ଅନ୍ୟତମ ରେଶମ ଓ ବିଅନ୍ତ କୌର କହନ୍ତି ।

Want to republish this article? Please write to [email protected] with a cc to [email protected]

Author

Sanskriti Talwar

ସଂସ୍କୃତି ତଲୱାର ଦିଲ୍ଲୀରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକା ଏବଂ ୨୦୨୩ର ଜଣେ ପରୀ ଏମଏମଏଫ ଫେଲୋ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।