ଚାଷଜମିର-ସତର୍କ-ଘଣ୍ଟିରୁ-ନୈରାଶ୍ୟର-ସ୍ୱର

Yavatmal, Maharashtra

May 15, 2023

ଚାଷଜମିର ସତର୍କ ଘଣ୍ଟିରୁ ନୈରାଶ୍ୟର ସ୍ୱର

ବଣୁଆ ଜନ୍ତୁମାନଙ୍କ ଆକ୍ରମଣରୁ ଫସଲ ରକ୍ଷା କରିବା ଉଦ୍ଦେଶ୍ୟରେ ବିଦର୍ଭର ଚାଷୀମାନେ ନିଜ ନିଜ ଚାଷଜମିରେ ବ୍ୟାଟେରୀ ଚାଳିତ ସତର୍କ ଘଣ୍ଟି ଲଗାଇବାକୁ ଉଦ୍ୟମ ଚଳାଇଛନ୍ତି

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Jaideep Hardikar

ଜୟଦୀପ ହାର୍ଦିକର୍‌ ନାଗପୁରର ଜଣେ ସାମ୍ବାଦିକ ଏବଂ ଲେଖକ, ଏବଂ PARIର ଜଣେ କୋର୍‌ ଟିମ୍‌ ସଦସ୍ୟ

Photographs

Sudarshan Sakharkar

ସୁଦର୍ଶନ ସାଖାରକର ନାଗପୁରର ଜଣେ ସ୍ୱାଧୀନ ଫଟୋ ସାମ୍ବାଦିକ।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।