ଚାଷୀଙ୍କ-ପ୍ରତିବାଦ-ବିହାରରୁ-ଆନନ୍ଦ-ବିହାର-ପର୍ଯ୍ୟନ୍ତ

New Delhi, Delhi

Jan 03, 2019

ଚାଷୀଙ୍କ ପ୍ରତିବାଦ : ବିହାରରୁ ଆନନ୍ଦ ବିହାର ପର୍ଯ୍ୟନ୍ତ

ଗତ ମାସର ଶେଷ ଭାଗରେ ବିହାରର କୃଷକମାନେ ନଭେମ୍ବର୨୯-୩୦ କିଷାନ୍‌ ମୁକ୍ତି ମାର୍ଚ୍ଚ ପାଇଁ ଦିଲ୍ଲୀର ଆନନ୍ଦ ବିହାର ଷ୍ଟେସନ୍‌ ବାହାରେ ଛିଡ଼ା ହୋଇଥିଲେ। ଏଠାରେ ପ୍ରଦତ୍ତ ଭିଡ଼ିଓରେ ସେମାନେ ନିଜର ଚିନ୍ତା ଏବଂ ଆଶା ବିଷୟରେ କହୁଛନ୍ତି।

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Namita Waikar

ନମିତା ୱାଇକର ହେଉଛନ୍ତି ଜଣେ ଲେଖିକା, ଅନୁବାଦିକା ଏବଂ ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ। ତାଙ୍କ ରଚିତ ଉପନ୍ୟାସ ‘ଦ ଲଙ୍ଗ ମାର୍ଚ୍ଚ’ ୨୦୧୮ରେ ପ୍ରକାଶ ପାଇଥିଲା।

Author

Samyukta Shastri

ଲେଖକ ପରିଚୟ: ସମ୍ୟୁକ୍ତା ଶାସ୍ତ୍ରୀ ହେଉଛନ୍ତି ପିପୁଲସ୍ ଆର୍କାଇଭ ଅଫ ରୁରାଲ ଇଣ୍ଡିଆର ବିଷୟ ସଂଯୋଜକ। ପୁନେର ସିମ୍ବିଓସିସ୍ ସେଣ୍ଟର ଫର ମିଡିଆ ଆଣ୍ଡ ମ୍ୟାନେଜମେଣ୍ଟ ଷ୍ଟଡିଜରୁ ସେ ସ୍ନାତକ ଡିଗ୍ରୀ ଏବଂ ଇଂରାଜୀ ସାହିଦ୍ୟରେ ଏସ୍ଏନ୍ଡିଟି ମହିଳା ବିଶ୍ୱବିଦ୍ୟାଳୟ, ମୁମ୍ବାଇରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।