ଦୁର୍ବଳ-ଜାତିକୁ-ବଞ୍ଚାଇ-ରଖିଛନ୍ତି-ଦୁର୍ବଳ-ଗୋ-ଜାତି

Nagarkurnool, Telangana

Feb 19, 2019

ଦୁର୍ବଳ ଜାତିକୁ ବଞ୍ଚାଇ ରଖିଛନ୍ତି ଦୁର୍ବଳ ଗୋ-ଜାତି

ତେଲେଙ୍ଗାନାର ଅମ୍ରାବାଦ ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ର ନିକଟସ୍ଥ ଗ୍ରାମଗୁଡ଼ିକରେ ଦେଶୀ ପୋଦା ଥୁର୍ପୁ ଗୋ-ବଂଶ ଚାଷୀ ଏବଂ ଗୋପାଳକ ସମୂହଙ୍କ ପାଇଁ ଜୀବିକାର ଏକ ସ୍ରୋତ। ଏହି ପ୍ରଜାତିକୁ ବଞ୍ଚାଇବା ପାଇଁ ପ୍ରୟାସ ଜାରି ରହିଛି।

Want to republish this article? Please write to [email protected] with a cc to [email protected]

Author

Harinath Rao Nagulavancha

ହରିନାଥ ରାଓ ନାଗୁଲାବଞ୍ଚା ଜଣେ କମଳା ଚାଷୀ ଏବଂ ତେଲେଙ୍ଗାନାର ନାଲ୍‌ଗୋଣ୍ଡାରେ ରହୁଥିବା ଜଣେ ସ୍ୱାଧୀନ ସାମ୍ବାଦିକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।