ପାହାଡ଼-ଚଢୁଥିବା-ମରୁଭୂମି-ଅତିକ୍ରମ-କରୁଥିବା-ମହିଳା

Leh, Jammu and Kashmir

Apr 16, 2019

ପାହାଡ଼ ଚଢୁଥିବା, ମରୁଭୂମି ଅତିକ୍ରମ କରୁଥିବା ମହିଳା

ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସରେ ୩ଟି ଯାଯାବର ପଶୁଚରାଳୀ ସଂପ୍ରଦାୟର ଅସାଧାରଣ ମହିଳା- ଲଦାଖର ଚାଙ୍ଗପା, ଅରୁଣାଚଳପ୍ରଦେଶର ବ୍ରୋକପା ଏବଂ କଚ୍ଛର ଫକିରାନୀ ଜାଟମାନଙ୍କ ସଂପର୍କରେ ପରୀର ଏକ ଫଟୋ ପ୍ରବନ୍ଧ।

Want to republish this article? Please write to [email protected] with a cc to [email protected]

Author

Ritayan Mukherjee

ରୀତାୟନ ମୁଖାର୍ଜୀ କୋଲକାତାରେ ରହୁଥିବା ଜଣେ ଫଟୋଗ୍ରାଫର ଏବଂ ପରୀର ବରିଷ୍ଠ ଫେଲୋ। ସେ ଭାରତର ପ୍ରାଣୀପାଳକ ଓ ଯାଯାବର ସମ୍ପ୍ରଦାୟର ଜୀବନୀ ଉପରେ ଆଧାରିତ ଏକ ଦୀର୍ଘକାଳୀନ ପ୍ରକଳ୍ପ ଉପରେ କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।