ବନ୍ନିର-ଶୁଷ୍କ-ତୃଣଭୂମିରେ-ଥିବା-ଏକ-ଜଳ-ସଞ୍ଚିତ-ଗର୍ତ୍ତରେ

Kachchh, Gujarat

Dec 09, 2020

ବନ୍ନିର ଶୁଷ୍କ ତୃଣଭୂମିରେ ଥିବା ଏକ ଜଳ ସଞ୍ଚିତ ଗର୍ତ୍ତରେ

ଗୁଜୁରାଟ କଚ୍ଛର ଯାଯାବର ମାଲଧାରୀମାନେ ଘାସ ଚରିବା ସ୍ଥାନ ଏବଂ ଜଳ ଖୋଜିବା ସହ ସମ୍ପୃକ୍ତ।

Want to republish this article? Please write to [email protected] with a cc to [email protected]

Author

Ritayan Mukherjee

ରୀତାୟନ ମୁଖାର୍ଜୀ କୋଲକାତାରେ ରହୁଥିବା ଜଣେ ଫଟୋଗ୍ରାଫର ଏବଂ ପରୀର ବରିଷ୍ଠ ଫେଲୋ। ସେ ଭାରତର ପ୍ରାଣୀପାଳକ ଓ ଯାଯାବର ସମ୍ପ୍ରଦାୟର ଜୀବନୀ ଉପରେ ଆଧାରିତ ଏକ ଦୀର୍ଘକାଳୀନ ପ୍ରକଳ୍ପ ଉପରେ କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।