ବୀଡ୍‌ରେ-ଜଣେ-ଗଣବଳାତ୍କାର-ପୀଡ଼ିତାଙ୍କ-ଯନ୍ତ୍ରଣା-ଓ-ସଂଘର୍ଷ

Beed, Maharashtra

Nov 03, 2021

ବୀଡ୍‌ରେ : ଜଣେ ଗଣବଳାତ୍କାର ପୀଡ଼ିତାଙ୍କ ଯନ୍ତ୍ରଣା ଓ ସଂଘର୍ଷ

ମହାରାଷ୍ଟ୍ରର ବୀଡ୍‌ ଜିଲ୍ଲାରେ ଜଣେ ଗଣବଳାତ୍କାର ପୀଡ଼ିତାଙ୍କୁ ଗାଁକୁ ଫେରିଯିବା ଲାଗି ବାଧ୍ୟ କରାଯିବା ସହିତ ନିର୍ଯାତନା ଏବଂ ସାମାଜିକ ବାସନ୍ଦର ଶିକାର ହେବାକୁ ପଡ଼ିଛି। ମହାମାରୀ, ଜୀବିକା ସଙ୍କଟ ମଧ୍ୟରେ ନ୍ୟାୟ ପାଇଁ ସଂଘର୍ଷ କରୁଥିବା ବେଳେ ପୀଡ଼ିତା ଜଣଙ୍କ ଏଭଳି ଶୋଷଣର ଶିକାର ହୋଇଛନ୍ତି

Translator

OdishaLIVE

Illustrations

Labani Jangi

Want to republish this article? Please write to [email protected] with a cc to [email protected]

Text

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Illustrations

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।