ମଣିଷ-ଚିହ୍ନନ୍ତି-କିନ୍ତୁ-ମେସିନ୍-ଚିହ୍ନେନି

Bengaluru Urban, Karnataka

Jul 25, 2018

ମଣିଷ ଚିହ୍ନନ୍ତି କିନ୍ତୁ ମେସିନ୍ ଚିହ୍ନେନି

ବୟସ୍କ , ଦିନ ମଜୁରିଆ , ପରଦେଶୀ ଏପରିକି ବେଙ୍ଗାଲୁରୁ ବସ୍ତିଗୁଡିକରେ ଥିବା ଛୋଟ ପିଲାମାନେ ମଧ୍ୟ ଫିଙ୍ଗରପ୍ରିଣ୍ଟ ମେଳକ ନହେବା କାରଣରୁ ସେମାନଙ୍କ ମାସିକ ରାସନରୁ ବଞ୍ଚିତ ହେଉଛନ୍ତି। ଆଧାର ସହ ସେମାନଙ୍କ ଯୁଦ୍ଧରେ ଅଧାର ସବୁବେଳେ ଜିତୁଛି।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Vishaka George

ବିଶାଖା ଜର୍ଜ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ଜୀବନଜୀବିକା ଓ ପରିବେଶ ପ୍ରସଙ୍ଗରେ ରିପୋର୍ଟ ଲେଖିଥାନ୍ତି। ବିଶାଖା ପରୀର ସାମାଜିକ ଗଣମାଧ୍ୟମ ପରିଚାଳନା ବିଭାଗ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି ଏବଂ ପରୀର କାହାଣୀଗୁଡ଼ିକୁ ଶ୍ରେଣୀଗୃହକୁ ଆଣିବା ଲାଗି ସେ ପରୀ ଏଜୁକେସନ ଟିମ୍‌ ସହିତ କାର୍ଯ୍ୟ କରିଥାନ୍ତି ଏବଂ ନିଜ ଆଖପାଖର ପ୍ରସଙ୍ଗ ବିଷୟରେ ଲେଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।