ମୁମ୍ବାଇରେ-ଏକ-କୃଷକ-ସମାବେଶ-ଲାଗି-ମଞ୍ଚ-ପ୍ରସ୍ତୁତି

Mumbai, Maharashtra

Mar 12, 2021

ମୁମ୍ବାଇରେ ଏକ କୃଷକ ସମାବେଶ ଲାଗି ମଞ୍ଚ ପ୍ରସ୍ତୁତି

ମୁମ୍ବାଇର ଆଜାଦ ମଇଦାନରେ କାର୍ଯ୍ୟରତ ଶ୍ରମିକଙ୍କ ମଧ୍ୟରେ ଅଛନ୍ତି ଉତ୍ତର ପ୍ରଦେଶର ପ୍ରବାସୀ ରାମ ମୋହନ- ତେଣେ ଗାଁରେ, ତାଙ୍କ ପରିବାରର ଅନେକ ସଦସ୍ୟ କୃଷକ- ନୂତନ କୃଷି ଆଇନ ବିରୋଧରେ ପ୍ରତିବାଦ କରିବା ଲାଗି ନାସିକରୁ ଆସୁଥିବା ଆନ୍ଦୋଳନକାରୀଙ୍କ ପାଇଁ ସେ ଶିବିର ପ୍ରସ୍ତୁତ କରୁଛନ୍ତି ।

Author

Riya Behl

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।