ସେଦିନ-ଜେଲ୍-ଯିବି-ବୋଲି-ମୁଁ-ଜାଣିଥିଲି

Sonbhadra, Uttar Pradesh

Dec 05, 2018

‘ସେଦିନ ଜେଲ୍ ଯିବି ବୋଲି ମୁଁ ଜାଣିଥିଲି...’

ପାରମ୍ପରିକ ଜଙ୍ଗଲ ଅଧିକାର ଏବଂ ଜମି ଦାବିରେ ଯେତେବେଳେ ଆଦିବାସୀମାନେ ସଂଘର୍ଷ କରନ୍ତି ସେତେବେଳେ ସେମାନଙ୍କୁ ଜେଲ୍ ଯିବାକୁ ମଧ୍ୟ ପଡ଼ିପାରେ । ଯାହାକି ବିଶେଷକରି ମହିଳାଙ୍କ ପାଇଁ ଖୁବ୍ କଷ୍ଟକର ହୋଇଥାଏ । ଉତ୍ତରପ୍ରଦେଶର ସୋନଭଦ୍ରା ଜିଲ୍ଲାର ରାଜକୁମାରୀ ଏବଂ ସୁକାଲୋଙ୍କ କ୍ଷେତ୍ରରେ ତାହା ଦେଖିବାକୁ ମିଳିଛି ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sweta Daga

ଶ୍ୱେତା ଡାଗା ବାଙ୍ଗାଲୋରର ଜଣେ ଲେଖିକା ଓ ଫଟୋଗ୍ରାଫର ଏବଂ ୨୦୧୫ର PARI ଫେଲୋ । ସେ ବିଭିନ୍ନ ମଲ୍‌ଟି ମିଡିଆ ପ୍ରକଳ୍ପରେ କାର୍ଯ୍ୟରତ ଏବଂ ଜଳବାୟୁ ପରିବର୍ତ୍ତନ, ଲିଙ୍ଗଗତ ସମସ୍ୟା ଏବଂ ସାମାଜିକ ଅସମାନତା ବିଷୟରେ ଲେଖନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।