bodo-dancers-and-musicians-take-the-stage-or

Baksa, Assam

Sep 12, 2024

ମଞ୍ଚ ଉପରେ ବୋଡୋ ନୃତ୍ୟଶିଳ୍ପୀ ଓ ସଂଗୀତକାର

ଆସାମର ବୋଡୋ ସମ୍ପ୍ରଦାୟର ସୁବୁନଶ୍ରୀ ଏବଂ ବାଗୁରୁମ୍ବା ନୃତ୍ୟ ଦେଖନ୍ତୁ, ସେମାନଙ୍କ ସହ ସିଫୁଙ୍ଗ (ଲମ୍ବା ବଂଶୀ), ଖାମ (ଡ୍ରମ୍) ଏବଂ ସେର୍ଜା (ଭାଓଲିନ୍) ବାୟକମାନେ ଉପସ୍ଥିତ

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Himanshu Chutia Saikia

ହିମାଂଶୁ କୁଟିଆ ସାଇକିଆ ଜଣେ ସ୍ୱାଧୀନ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସଙ୍ଗୀତ ନିର୍ଦ୍ଦେଶକ, ଫଟୋଗ୍ରାଫର୍ ଏବଂ ଛାତ୍ର ନେତା। ସେ ଆସାମର ଜୋରହାଟର ବାସିନ୍ଦା। ସେ ମଧ୍ୟ ୨୦୨୧ ପରୀ ଫେଲୋ।

Text Editor

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।