for-whom-the-budget-bells-dont-toll-or

Varanasi, Uttar Pradesh

Feb 06, 2025

ଯେଉଁମାନଙ୍କ ପାଇଁ ବଜେଟ୍‌ ଘଣ୍ଟି ବାଜେ ନାହିଁ

କେନ୍ଦ୍ର ବଜେଟ୍ ଏବଂ ଏହାର ବର୍ଦ୍ଧିତ ଟିକସ ଛାଡ଼ ସୀମା ସେମାନଙ୍କ ପାଇଁ କୌଣସି ପ୍ରାସଙ୍ଗିକତା ନାହିଁ ବୋଲି ଉତ୍ତର ପ୍ରଦେଶର ବାରାଣାସୀର ଏକ ଯୌଥ ପରିବାର ମତ ଦେଇଛନ୍ତି

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Jigyasa Mishra

ଜିଜ୍ଞାସା ମିଶ୍ର, ଉତ୍ତର ପ୍ରଦେଶ ଚିତ୍ରକୂଟର ଜଣେ ସ୍ଵାଧୀନ ସାମ୍ବାଦିକ । ସେ ମୁଖ୍ୟତଃ ଗ୍ରାମାଞ୍ଚଳ ପ୍ରସଙ୍ଗରେ, ଭାରତର ବିଭିନ୍ନ ଭାଗରେ ପ୍ରଚଳିତ କଳା ଓ ସଂସ୍କୃତି ଉପରେ ରିପୋର୍ଟ ଦିଅନ୍ତି ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।