in-memory-of-mamta-pared-1998-2022-or

Palghar, Maharashtra

Dec 11, 2023

ମମତା ପାରେଦ୍‌ଙ୍କ ସ୍ମୃତିରେ : ୧୯୯୮-୨୦୨୨

୧୧ ଡିସେମ୍ବର ୨୦୨୩ରେ ଆମର ପୂର୍ବତନ ସହଯୋଗୀ ମମତା ପାରେଦଙ୍କ ପରଲୋକର ପ୍ରଥମ ବର୍ଷ ପୂର୍ତ୍ତି ହେଉଛି। ଏହି ଦିନକୁ ସ୍ମରଣୀୟ କରିବା ଲାଗି, ଆମେ ଏକ ରେକର୍ଡିଂ ଉପସ୍ଥାପନ କରୁଛୁ ଯେଉଁଥିରେ ସେ ପାଲଘର ଜିଲ୍ଲାରେ ଥିବା ନିଜ ଆଦିବାସୀ ସମ୍ପ୍ରଦାୟର ଜମି ଓ ବାସଗୃହ ହରାଇବାର ଦୁଃଖ ବର୍ଣ୍ଣନା କରୁଛନ୍ତି

Author

Aayna

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Aayna

ଆୟନା ହେଉଛନ୍ତି ‘ପରୀ’ ସହ କାମ କରୁଥିବା ଜଣେ ଦୃଶ୍ୟାତ୍ମକ କାହାଣୀକାର ଓ ଫଟୋଗ୍ରାଫର।

Editors

Medha Kale

ମେଧା କାଲେ ପୁନେରେ ରହନ୍ତି ଏବଂ ମହିଳା ଓ ସ୍ଵାସ୍ଥ୍ୟ କ୍ଷେତ୍ରରେ କାମ କରିଛନ୍ତି । ସେ ମଧ୍ୟ PARIର ଜଣେ ଅନୁବାଦକ ।

Editors

Vishaka George

ବିଶାଖା ଜର୍ଜ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ଜୀବନଜୀବିକା ଓ ପରିବେଶ ପ୍ରସଙ୍ଗରେ ରିପୋର୍ଟ ଲେଖିଥାନ୍ତି। ବିଶାଖା ପରୀର ସାମାଜିକ ଗଣମାଧ୍ୟମ ପରିଚାଳନା ବିଭାଗ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି ଏବଂ ପରୀର କାହାଣୀଗୁଡ଼ିକୁ ଶ୍ରେଣୀଗୃହକୁ ଆଣିବା ଲାଗି ସେ ପରୀ ଏଜୁକେସନ ଟିମ୍‌ ସହିତ କାର୍ଯ୍ୟ କରିଥାନ୍ତି ଏବଂ ନିଜ ଆଖପାଖର ପ୍ରସଙ୍ଗ ବିଷୟରେ ଲେଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।