will-the-budget-help-marry-off-my-daughters-or

Chennai, Tamil Nadu

Feb 10, 2025

‘ବଜେଟ୍‌ ମୋ ଝିଅ ବାହାଘରରେ ସହାୟକ ହେବ କି?’

ଚେନ୍ନାଇରେ ସେପ୍ଟିକ ଟାଙ୍କି ସଫା କରିବା ସମୟରେ ପ୍ରାଣ ହରାଇଥିବା ଜଣେ ଗ୍ରାମୀଣ ପ୍ରବାସୀ ଓ ସଫେଇ କମର୍ଚାରୀଙ୍କ ବିଧବା ପତ୍ନୀ ଏହି ପ୍ରଶ୍ନ କରନ୍ତି ଯେ, କେନ୍ଦ୍ର ବଜେଟ ୨୦୨୫-୨୬ କିଭଳି ତାଙ୍କୁ ଲାଭ ପହଞ୍ଚାଇବ ସରକାର ତାହା ବୁଝାଇ ଦିଅନ୍ତୁ

Want to republish this article? Please write to [email protected] with a cc to [email protected]

Author

Kavitha Muralidharan

କବିତା ମୁରଲୀଧରନ୍ ହେଉଛନ୍ତି ଚେନ୍ନାଇସ୍ଥିତ ଜଣେ ମୁକ୍ତବୃତ୍ତି ସାମ୍ବାଦିକା ଏବଂ ଅନୁବାଦିକା । ସେ ପୂର୍ବରୁ ‘ଇଣ୍ଡିଆ ଟୁଡେ’ (ତାମିଲ)ର ଜଣେ ସଂପାଦିକା ଥିଲେ ଏବଂ ତା’ ପୂର୍ବରୁ ‘ଦ ହିନ୍ଦୁ’(ତାମିଲ)ର ରିପୋର୍ଟିଂ ବିଭାଗର ମୁଖ୍ୟ ଥିଲେ । ସେ ଜଣେ ପରୀ ସ୍ୱେଚ୍ଛାସେବୀ ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।