ଆମ-ଡିଜାଇନ୍‌ର-ନକଲ-କରିବା-ଠିକ୍‌-ନୁହେଁ

Nilgiris, Tamil Nadu

Jun 18, 2019

‘ଆମ ଡିଜାଇନ୍‌ର ନକଲ କରିବା ଠିକ୍‌ ନୁହେଁ’

ଜିଆଇ ସ୍ୱୀକୃତି ସତ୍ତ୍ୱେ, ନୀଳଗିରିର ପ୍ରସିଦ୍ଧ ଟୋଡ଼ା ଏମ୍ବ୍ରୟଡରୀର ବ୍ୟାପକ ନକଲ କରାଯାଉଛି । ଏହା ସହିତ କାରିଗରମାନଙ୍କର ସଂଖ୍ୟା ହ୍ରାସ ଏବଂ ସାମୂହିକ କାର୍ଯ୍ୟାନୁଷ୍ଠାନର ଅଭାବ ଯୋଗୁଁ ଏହି ହସ୍ତଶିଳ୍ପର ଭବିଷ୍ୟତ ଏବେ ଅନିଶ୍ଚିତ ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।