ଓଡ଼ିଶାର-ଚାଷୀମାନେ-ମରୁଡ଼ି-ଓ-ମଜୁରୀ-ବିଷୟରେ-କହନ୍ତି

New Delhi, Delhi

Dec 20, 2018

ଓଡ଼ିଶାର ଚାଷୀମାନେ ମରୁଡ଼ି ଓ ମଜୁରୀ ବିଷୟରେ କହନ୍ତି

୨୦୧୮ ମସିହା ନଭେମ୍ବର ୨୯-୩୦ ତାରିଖରେ ଦିଲ୍ଲୀରେ କିଷାନ୍ ମୁକ୍ତି ମଞ୍ଚରେ ସୁରକ୍ଷାକର୍ମୀଙ୍କ ଗହଣରେ ପଦଯାତ୍ରା କରିବା ସମୟରେ ଓଡ଼ିଶା ଏବଂ ଅନ୍ୟ ରାଜ୍ୟର ଚାଷୀ, ଦିନ ମଜୁରିଆ ଏବଂ ସାମାଜିକ କର୍ମୀମାନେ ସେମାନେ ସମ୍ମୁଖୀନ ହେଉଥିବା ସମସ୍ୟା ନେଇ ଆଲୋକପାତ କଲେ ।

Want to republish this article? Please write to [email protected] with a cc to [email protected]

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।