କିଛି-ଆଉ-ବାକି-ନାହିଁ-ସବୁ-ଫସଲ-ମରିଗଲାଣି

Nashik, Maharashtra

Mar 13, 2019

‘କିଛି ଆଉ ବାକି ନାହିଁ, ସବୁ ଫସଲ ମରିଗଲାଣି’

ଏ ସପ୍ତାହର ପଦଯାତ୍ରାରେ (ସରକାରଙ୍କ ସହ ଆଲୋଚନା ପରେ ଗତ ରାତିରେ ଏହି ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି) ଭାଗ ନେବା ଲାଗି ନାସିକକୁ ଆସିଥିବା ପିଣ୍ଟ୍‌ ତାଲୁକାର କୃଷକମାନେ କହନ୍ତି ଯେ, କରାଳ ମରୁଡ଼ି ସେମାନଙ୍କର ସବୁ ଫସଲ ଉଜାଡ଼ି ଦେଇଛି ।

Author

Jyoti

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।