କୁକୁର-ଓ-ବିଲେଇଙ୍କ-ସହ-ରୀତା-ଆକ୍କାଙ୍କ-ଜୀବନ

Chennai , Tamil Nadu

Nov 30, 2020

କୁକୁର ଓ ବିଲେଇଙ୍କ ସହ ରୀତା ଆକ୍କାଙ୍କ ଜୀବନ

ଚେନ୍ନାଇ କର୍ପୋରେସନ ଅଧୀନସ୍ଥ କୋଟ୍ଟାପୁରମର ଗଳି କନ୍ଦିରେ ଅଳିଆ ସଂଗ୍ରହରେ କଟେ ତାଙ୍କର ପ୍ରତି ସକାଳ । କିନ୍ତୁ ଠିକା ଶ୍ରମିକ ଭାବେ କାମ କରୁଥିବା ଦିବ୍ୟାଙ୍ଗ ରୀତା ଆକ୍କା ନିଜର ସଂଧ୍ୟା କଟାନ୍ତି, କୁକୁର ଓ ବିଲେଇମାନଙ୍କୁ ଖୁଆଇବା ଓ ସେମାନଙ୍କ ସହ ବାର୍ତ୍ତାଳାପ କରିବାରେ ।

Want to republish this article? Please write to [email protected] with a cc to [email protected]

Author

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।