Jaisalmer, Rajasthan •
Apr 21, 2023
Author
Priti David
ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡ଼ିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡ଼ିଆ ପରି ବିଭିନ୍ନ କ୍ଷେତ୍ରରେ ଅଡ଼ିଓ ଭିଜୁଆଲ୍ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରାଯାଏ।
Photographs
Urja
Photographs
Radheshyam Bishnoi
ରାଜସ୍ଥାନର ଢୋଲିୟାର ରାଧେଶ୍ୟାମ ବିଷ୍ନୋଇ ଥିଲେ ଜଣେ ବନ୍ୟପ୍ରାଣୀ ଫଟୋଗ୍ରାଫର ଏବଂ ପ୍ରକୃତି ବିଜ୍ଞାନୀ । ଏ ଅଞ୍ଚଳରେ ରହୁଥିବା ଗ୍ରେଟ୍ ଇଣ୍ଡିଆନ୍ ବଷ୍ଟାର୍ଡ ଏବଂ ଅନ୍ୟାନ୍ୟ ପଶୁପକ୍ଷୀମାନଙ୍କର ସଂରକ୍ଷଣ ଏବଂ ସେମାନଙ୍କର ଗତିବିଧି ଉପରେ ନଜର ରଖିବା ସହିତ ପଶୁପକ୍ଷୀଙ୍କ ଶିକାର ରୋକିବା ଦିଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସେ ଗଭୀର ଭାବରେ ସଂପୃକ୍ତ ଥିଲେ।
Translator
OdishaLIVE