ଖଣି-ବାଲିରେ-ବିଦ୍ରୋହର-ପଦଚିହ୍ନ

Banda, Uttar Pradesh

Aug 07, 2020

ଖଣି ବାଲିରେ ବିଦ୍ରୋହର ପଦଚିହ୍ନ

ଉତ୍ତର ପ୍ରଦେଶର ବାନ୍ଦା ଜିଲ୍ଲାର ଏକ କ୍ଷୁଦ୍ର, ସାହାସୀ କୃଷକ ଗୋଷ୍ଠୀ ଅନେକ ଦିନ ହେବ ସେମାନଙ୍କ ଜମି ଓ କେନ୍‌ ନଦୀକୁ କ୍ଷତି ପହଞ୍ଚାଉଥିବା ବାଲି ମାଫିଆଙ୍କ ବିରୋଧ କରି ଆସୁଛନ୍ତି । ଜୁନ୍‌ ୫ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯିବାର କିଛି ଦିନ ପୂର୍ବରୁ ସେମାନେ ଜଳ ସତ୍ୟାଗ୍ରହ କରିଥିଲେ ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jigyasa Mishra

ଜିଜ୍ଞାସା ମିଶ୍ର, ଉତ୍ତର ପ୍ରଦେଶ ଚିତ୍ରକୂଟର ଜଣେ ସ୍ଵାଧୀନ ସାମ୍ବାଦିକ । ସେ ମୁଖ୍ୟତଃ ଗ୍ରାମାଞ୍ଚଳ ପ୍ରସଙ୍ଗରେ, ଭାରତର ବିଭିନ୍ନ ଭାଗରେ ପ୍ରଚଳିତ କଳା ଓ ସଂସ୍କୃତି ଉପରେ ରିପୋର୍ଟ ଦିଅନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।