ଗୋବିନ୍ଦାମ୍ମା-ଭେଲୁ-୭୭-ବର୍ଷ-ବୟସରେ-ସୁଦ୍ଧା-ମାଛ-ଧରୁଛନ୍ତି

Chennai District, Tamil Nadu

Oct 28, 2022

ଗୋବିନ୍ଦାମ୍ମା ଭେଲୁ: ୭୭ ବର୍ଷ ବୟସରେ ସୁଦ୍ଧା ମାଛ ଧରୁଛନ୍ତି

ଜୀବିକା ନିର୍ବାହ କରିବା ଓ ପରିବାର ଚଳେଇବା ପାଇଁ ଗୋବିନ୍ଦାମ୍ମା ଭେଲୁ ଚେନ୍ନାଇର ବକିଂହାମ କେନାଲକୁ ଡେଇଁ ପଡ଼ନ୍ତି, ପହଁରି ପହଁରି ଚିଙ୍ଗୁଡ଼ି ଧରିଥାନ୍ତି

Translator

OdishaLIVE

Text Editor

Vishaka George

Want to republish this article? Please write to [email protected] with a cc to [email protected]

Author

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Text Editor

Vishaka George

ବିଶାଖା ଜର୍ଜ ପରୀର ବରିଷ୍ଠ ସଂପାଦକ ଭାବରେ କାର୍ଯ୍ୟ କରିଛନ୍ତି । ସେ ଜୀବିକା ଏବଂ ପରିବେଶ ପ୍ରସଙ୍ଗରେ ରିପୋର୍ଟ କରନ୍ତି । ବିଶାଖା ପରୀର ସୋସିଆଲ ମିଡିଆ (୨୦୧୭-୨୦୨୫) ର କାର୍ଯ୍ୟକ୍ରମ ମୁଖ୍ୟ ଥିଲେ ଏବଂ ପରୀର ବିଭିନ୍ନ ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ସହିତ ଛାତ୍ରଛାତ୍ରୀଙ୍କୁ ଘେରି ରହିଥିବା ବିଭିନ୍ନ ସମସ୍ୟାକୁ ନଥିଭୁକ୍ତ କରିବା ଦିଗରେ ସେ ଶିକ୍ଷା ଟିମ୍‌ରେ କାର୍ଯ୍ୟ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।