ଚାଷୀ-ଆନ୍ଦୋଳନକୁ-ଜୀବନ୍ତ-ରଖିଛନ୍ତି-ପେଟୱାଡ଼ର-ମହିଳା

Hisar, Haryana

Mar 18, 2021

ଚାଷୀ ଆନ୍ଦୋଳନକୁ ଜୀବନ୍ତ ରଖିଛନ୍ତି ପେଟୱାଡ଼ର ମହିଳା

ହରିୟାଣାର ପେଟୱାଡ଼ ଗ୍ରାମର ସୋନିଆ ପେଟୱାଡ଼, ଶାନ୍ତି ଦେବୀ ଏବଂ ଅନ୍ୟ ମହିଳାମାନେ ନିଜ ନିଜ ଢଙ୍ଗରେ କୃଷକ ଆନ୍ଦୋଳନକୁ ସମର୍ଥନ କରୁଛନ୍ତି-ଟିକରୀକୁ ରାସନ ପଠାଇବା ସହିତ ଆନ୍ଦୋଳନରେ ମଧ୍ୟ ଅଂଶଗ୍ରହଣ କରୁଛନ୍ତି।

Want to republish this article? Please write to [email protected] with a cc to [email protected]

Author

Sanskriti Talwar

ସଂସ୍କୃତି ତଲୱାର ଦିଲ୍ଲୀରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକା ଏବଂ ୨୦୨୩ର ଜଣେ ପରୀ ଏମଏମଏଫ ଫେଲୋ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।