ଜୀଜାବାଇ-ଗଣତନ୍ତ୍ର-ଦିବସରେ-ସ୍ୱାଧୀନତା-ଦାବି

South Mumbai, Maharashtra

Mar 18, 2021

ଜୀଜାବାଇ : ଗଣତନ୍ତ୍ର ଦିବସରେ ସ୍ୱାଧୀନତା ଦାବି

ଅଳ୍ପ ବୟସରେ କୃଷକମାନଙ୍କର ସମସ୍ୟା ବିଷୟରେ ଜାଣିବା ଲାଗି ୧୦ ବର୍ଷୀୟା ନୂତନଙ୍କୁ ତାଙ୍କର ଜେଜେମା, ଜୀଜାବାଇ ନୂଆ କୃଷି ଆଇନ ବିରୋଧରେ ନାସିକରୁ ମୁମ୍ବାଇ ପର୍ଯ୍ୟନ୍ତ ବାହାରିଥିବା ଶୋଭାଯାତ୍ରାରେ ନିଜ ସହିତ ନେଇ ଆସିଛନ୍ତି।

Photographer

Riya Behl

Translator

OdishaLIVE

Reporter

Parth M.N.

Want to republish this article? Please write to [email protected] with a cc to [email protected]

Reporter

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Photographer

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।