ନୀଳଗିରିରେ-ମଦ-ବିରୋଧରେ-ଆଦିବାସୀଙ୍କ-ଭୋଟ

The Nilgiris, Tamil Nadu

May 31, 2019

ନୀଳଗିରିରେ ମଦ ବିରୋଧରେ ଆଦିବାସୀଙ୍କ ଭୋଟ

ଗୁଦାଲୁର ବ୍ଲକ୍‌ରେ ମହିଳାମାନେ କୁହନ୍ତି, ମଦର ଦୁରୁପଯୋଗ ଏବଂ ସରକାରୀ ମଦ ଦୋକାନଗୁଡ଼ିକ ସେମାନଙ୍କ ଘର ନଷ୍ଟ କରୁଛି। କୌଣସି ପ୍ରାର୍ଥୀ ଏ ନେଇ ଚିନ୍ତିତ ଥିବା ମନେ ହେଉନାହାଁନ୍ତି, କିନ୍ତୁ ମହିଳାମାନଙ୍କ ଆଶା ଆଜିର ମତଦାନ ପରେ ସେଠି ଏଥିରେ ପରିବର୍ତ୍ତନ ହେବ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Vishaka George

ବିଶାଖା ଜର୍ଜ ପରୀର ବରିଷ୍ଠ ସଂପାଦକ ଭାବରେ କାର୍ଯ୍ୟ କରିଛନ୍ତି । ସେ ଜୀବିକା ଏବଂ ପରିବେଶ ପ୍ରସଙ୍ଗରେ ରିପୋର୍ଟ କରନ୍ତି । ବିଶାଖା ପରୀର ସୋସିଆଲ ମିଡିଆ (୨୦୧୭-୨୦୨୫) ର କାର୍ଯ୍ୟକ୍ରମ ମୁଖ୍ୟ ଥିଲେ ଏବଂ ପରୀର ବିଭିନ୍ନ ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ସହିତ ଛାତ୍ରଛାତ୍ରୀଙ୍କୁ ଘେରି ରହିଥିବା ବିଭିନ୍ନ ସମସ୍ୟାକୁ ନଥିଭୁକ୍ତ କରିବା ଦିଗରେ ସେ ଶିକ୍ଷା ଟିମ୍‌ରେ କାର୍ଯ୍ୟ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।