ପାଲଘର-ଦୁଇଟି-କମ-ପେଟ-ପୋଷିବାକୁ-ପଡ଼ିବ

Palghar, Maharashtra

Sep 02, 2020

ପାଲଘର : ‘ଦୁଇଟି କମ ପେଟ ପୋଷିବାକୁ ପଡ଼ିବ’

ଲକଡାଉନ କାରଣରୁ ଶ୍ରମିକମାନଙ୍କ ଚାହିଦା ହ୍ରାସ ପାଇଥିଲା, ଯାହାକି ମହାରାଷ୍ଟ୍ରର ଦୁର୍ବଳ ଜନଜାତି ସମୁଦାୟ କାତକରୀମାନଙ୍କୁ ବିଶେଷ ଭାବେ ପ୍ରଭାବିତ କରିଥିଲା। ବୋଧହୁଏ ସେଥିପାଇଁ ମଙ୍ଗଲ ୱାଘ ନିଜ ଝିଅକୁ ମାରିବା ପରେ ଆତ୍ମହତ୍ୟା କରି ଦେଲେ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।