ମଉଳା-ମହୁଲ-ଅଲୋଡ଼ା-ଟୋକେଇ-ନିରବ-ହାଟ

Dhamtari, Chhattisgarh

May 29, 2020

ମଉଳା ମହୁଲ, ଅଲୋଡ଼ା ଟୋକେଇ, ନିରବ ହାଟ

ଟୋକେଇ ବୁଣି ଏବଂ ମହୁଲ ଫୁଲ ବିକି, ସ୍ଵଳ୍ପ ଓ ସାମୟିକ ରୋଜଗାର ଉପରେ ନିର୍ଭର କରି ଚଳୁଥିବା ଛତିଶଗଡ଼ର ଏକ ବିଶେଷ ରୂପେ ଦୁର୍ବଳ ଆଦିବାସୀ ଗୋଷ୍ଠୀ, କମାରମାନଙ୍କର ଭଙ୍ଗୁର ଅର୍ଥବ୍ୟବସ୍ଥାକୁ ଚୁରମାର କରିଦେଇଛି କୋଭିଡ୍‌-୧୯ ଲକ୍‌ଡାଉନ୍‌

Want to republish this article? Please write to [email protected] with a cc to [email protected]

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।