ମଧୁବନୀରେ-ଏକ-ଗୋପନୀୟ-ପରିବର୍ତ୍ତନ-ପାଇଁ-ଉଦ୍ୟମ

Madhubani, Bihar

May 01, 2021

ମଧୁବନୀରେ ଏକ ଗୋପନୀୟ ପରିବର୍ତ୍ତନ ପାଇଁ ଉଦ୍ୟମ

ଏକ ଦଶନ୍ଧି ପୂର୍ବରୁ, ବିହାରର ହସନପୁର ଗ୍ରାମରେ ଅଧିକାଂଶ ଲୋକ ପରିବାର ନିୟୋଜନକୁ ଏଡ଼ାଇ ଯାଉଥିଲେ । ଏବେ, ମହିଳାମାନେ ସାଲା ଓ ଶମାଙ୍କ ଭଳି ସ୍ୱାସ୍ଥ୍ୟସେବା ସ୍ୱେଚ୍ଛାସେବୀମାନଙ୍କୁ ଇଞ୍ଜେକ୍ସନ ମାଧ୍ୟମରେ ଗର୍ଭନିରୋଧକ ପାଇଁ ଅନୁରୋଧ କରୁଛନ୍ତି । କେଉଁ କାରଣରୁ ଏପରି ପରିବର୍ତ୍ତନ ଆସିପାରିଛି?

Translator

OdishaLIVE

Editor and Series Editor

Sharmila Joshi

Illustrations

Labani Jangi

Want to republish this article? Please write to [email protected] with a cc to [email protected]

Editor and Series Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Author

Kavitha Iyer

କବିତା ଆୟାର ୨୦ ବର୍ଷ ଧରି ସାମ୍ବାଦିକତା କରି ଆସୁଛନ୍ତି। ସେ ‘ଲ୍ୟାଣ୍ଡସ୍କେପ୍ସ ଅଫ ଲସ୍ : ଦ ଷ୍ଟୋରୀ ଅପ୍ ଆନ ଇଣ୍ଡିଆ ଡ୍ରଟ୍’ (ହାର୍ପର କଲ୍ଲିନ୍ସ, ୨୦୨୧) ପୁସ୍ତକର ଲେଖିକା।

Illustrations

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।