ମୁଦୁମଲାଇ-ଆଦିବାସୀ-ଧୋକାରେ-ହେଲେ-ବାସଚ୍ୟୁତ

The Nilgiris, Tamil Nadu

Mar 24, 2020

ମୁଦୁମଲାଇ ଆଦିବାସୀ-ଧୋକାରେ ହେଲେ ବାସଚ୍ୟୁତ

ମୁଦୁମଲାଇ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ମଧ୍ୟବର୍ତ୍ତୀ ଅଞ୍ଚଳରେ ଥିବା ସାତଟି ପଲ୍ଲୀର ଆଦିବାସୀ ପରିବାର କ୍ଷତିପୂରଣ ପ୍ୟାକେଜ୍‌ ନେଇ ନିଜ ନିଜର ପୈତୃକ ଘର ଛାଡ଼ି ଚାଲିଯିବା ପଛରେ ରହିଛି ଦମନ ଓ ପ୍ରତାରଣାର ଏକ କାହାଣୀ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।