ରିସଙ୍ଗଙ୍କ-ରୋଷେଇ-ଘରେ-ମିସିଂ-ଭୋଜି

Majuli, Assam

May 10, 2023

ରିସଙ୍ଗଙ୍କ ରୋଷେଇ ଘରେ ମିସିଂ ଭୋଜି

ଆସାମର ମାଜୁଲିରେ ଥିବା ନିଜ ଘରେ ମୋଞ୍ଜିତ ଏବଂ ନୟନମୋଣୀ ରିସଙ୍ଗ ଏକ ଅଭିନବ ଭୋଜନ ଅନୁଭୂତି ଯୋଗାଇ ଦେଇଥାନ୍ତି

Want to republish this article? Please write to [email protected] with a cc to [email protected]

Author

Vishaka George

ବିଶାଖା ଜର୍ଜ ପରୀର ବରିଷ୍ଠ ସଂପାଦକ ଭାବରେ କାର୍ଯ୍ୟ କରିଛନ୍ତି । ସେ ଜୀବିକା ଏବଂ ପରିବେଶ ପ୍ରସଙ୍ଗରେ ରିପୋର୍ଟ କରନ୍ତି । ବିଶାଖା ପରୀର ସୋସିଆଲ ମିଡିଆ (୨୦୧୭-୨୦୨୫) ର କାର୍ଯ୍ୟକ୍ରମ ମୁଖ୍ୟ ଥିଲେ ଏବଂ ପରୀର ବିଭିନ୍ନ ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ସହିତ ଛାତ୍ରଛାତ୍ରୀଙ୍କୁ ଘେରି ରହିଥିବା ବିଭିନ୍ନ ସମସ୍ୟାକୁ ନଥିଭୁକ୍ତ କରିବା ଦିଗରେ ସେ ଶିକ୍ଷା ଟିମ୍‌ରେ କାର୍ଯ୍ୟ କରିଥିଲେ।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।