a-hundred-and-eight-feet-incense-stick-or

South 24 Parganas, West Bengal

May 13, 2024

ଶହେ ଆଠ ଫୁଟିଆ ଧୂପକାଠି

ଭଗବାନଙ୍କୁ ନେଇ ଘମାଘୋଟ ହୋହଲ୍ଲା ହେବାର ବହୁ ଦିନ ପରେ ଯେତେବେଳେ ତାହା କ୍ରମେ କ୍ଷୀଣରୁ କ୍ଷୀଣତର ହେବାରେ ଲାଗିବ ସେତେବେଳେ ଜଣେ କବିଙ୍କର ଶାଣିତ ଓ ଚଟୁଳ ଲାଳିକା ଦେଶରେ ବଦଳୁଥିବା ପରିସ୍ଥିତି ପ୍ରତି ଆମକୁ ତୀକ୍ଷ୍ମ ଦୃଷ୍ଟି ଦେବାକୁ ବାଧ୍ୟ କରେ

Want to republish this article? Please write to [email protected] with a cc to [email protected]

Poems and Text

Joshua Bodhinetra

ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆ (ପରୀ) ରେ ଭାରତୀୟ ଭାଷା କାର୍ଯ୍ୟକ୍ରମ, ପରୀଭାଷାର ବିଷୟବସ୍ତୁ ପରିଚାଳକ ଜୋଶୁଆ ବୋଧିନେତ୍ର। ସେ କୋଲକାତାର ଯାଦବପୁର ବିଶ୍ୱବିଦ୍ୟାଳୟରୁ ତୁଳନାତ୍ମକ ସାହିତ୍ୟରେ ଏମଫିଲ କରିଛନ୍ତି ଏବଂ ଜଣେ ବହୁଭାଷୀ କବି, ଅନୁବାଦକ, କଳା ସମାଲୋଚକ ଏବଂ ସାମାଜିକ କର୍ମୀ ଅଟନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Illustration

Atharva Vankundre

ଅଥର୍ବ ବନକୁନ୍ଦ୍ରେ ମୁମ୍ବାଇର ଜଣେ ଚିତ୍ରକର ଏବଂ କାହାଣୀକାର। ସେ ଜୁଲାଇରୁ ଅଗଷ୍ଟ ୨୦୨୩ ପର୍ଯ୍ୟନ୍ତ PARIରେ ଇଣ୍ଟର୍ନ ଭାବେ କାର୍ଯ୍ୟ କରିସାରିଛନ୍ତି।

Translator

Kapilas Bhuyan

କପିଳାସ ଭୂୟାଁ ହେଉଛନ୍ତି ଜଣେ ବରିଷ୍ଠ ସାମ୍ବାଦିକ, ଲେଖକ ଓ ୨୦୦୬ରେ ଜାତୀୟ ଚଳଚିତ୍ର ପୁରସ୍କାର ରଜତ କମଳ ପ୍ରାପ୍ତ ନିର୍ଦ୍ଦେଶକ। ଏହା ବ୍ୟତୀତ ସେ ୨୦୦୪ରେ ଫେଷ୍ଟିଭାଲ ଡୁ ସିନେମା ଡେ ପ୍ୟାରିସଠାରେ ଶ୍ରେଷ୍ଠ କ୍ଷୁଦ୍ର ଚଳଚିତ୍ର ପୁରସ୍କାର ଓ ନ୍ୟୁୟର୍କ ସର୍ଟ ଫିଲ୍ମ ଫେଷ୍ଟିଭାଲରେ ଜୁରୀଙ୍କ ସ୍ୱତନ୍ତ୍ର ଉଲ୍ଲେଖ ପାଇଛନ୍ତି।